Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ସୋରରେ ଚାଞ୍ଚଲ୍ୟ: ବିଜେପି ନେତାଙ୍କୁ ମରଣାନ୍ତକ ଆକ୍ରମଣ, ରାଜନୈତିକ ଶତ୍ରୁତା ସନ୍ଦେହ
    ଅପରାଧ

    ସୋରରେ ଚାଞ୍ଚଲ୍ୟ: ବିଜେପି ନେତାଙ୍କୁ ମରଣାନ୍ତକ ଆକ୍ରମଣ, ରାଜନୈତିକ ଶତ୍ରୁତା ସନ୍ଦେହ

    NewsLaxmi7By NewsLaxmi7April 11, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ସୋର: ବାଲେଶ୍ବର ଜିଲ୍ଲା ସୋର ବିଜେପି ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ ସ୍ୱାମୀ ଲୋକନାଥ ରାଉତଙ୍କୁ ସୋର ଥାନା ନିକଟରେ ତେଲେଙ୍ଗା କଟୁରିରେ ମରଣାନ୍ତକ ଆକ୍ରମଣ ହୋଇଥିବାର ଖବର ମିଳିଛି। ଶ୍ରୀ ରାଉତ ପ୍ରତିଦିନ ଭଳି ଆଜି ମଧ୍ୟ ଭୋର ସମୟରେ ନିଜ ଘରୁ ବାହାରି ମର୍ଣ୍ଣିଂ ୱାକରେ ଚାଲିଚାଲି ଯାଉଥିବା ସମୟରେ ବାଇକ ଯୋଗେ ଦୁଇଜଣ ଅଜଣା ଯୁବକ ଆସି ପଛପଟୁ ଆକ୍ରମଣ କରି ଚମ୍ପଟ ମାରିଥିଲେ। ସବୁଠାରୁ ବଡ଼ କଥା ହେଲୋ ଯେ ଦୁର୍ବୃତ୍ତମାନେ ସୋର ଥାନାରୁ ମାତ୍ର ୧୦ ମିଟର ଦୂରରେ ଏଭଳି କାଣ୍ଡ ଭିଆଇଛନ୍ତି।

    ସ୍ଥାନୀୟ ଲୋକେ ଲୋକନାଥ ରାଉତଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଶ୍ରୀ ରାଉତଙ୍କୁ ଡାକ୍ତର ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାଯାଇଛି। ରାଜନୈତିକ ଶତ୍ରୁତା କାରଣରୁ ବିଜେପି ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ ସ୍ୱାମୀ ଲୋକନାଥ ରାଉତଙ୍କୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଆହୁରି ମଧ୍ୟ ଜଣାଯାଇଛି ଯେ ସେ ଜଣେ ବସ୍ ମାଲିକ ଓ ପ୍ରତିଷ୍ଠିତ ବ୍ୟବସାୟୀ।


    ତେବେ ଏହି ରିପୋର୍ଟ ପ୍ରସ୍ତୁତ ହେବା ଯାଏ ଏନେଇ ସୋର ଥାନାରେ ଲିଖିତ ଅଭିଯୋଗ ହୋଇନାହିଁ। କିନ୍ତୁ ଏହି ଘଟଣା ସୋର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏଣେ ସୋର ଥାନାର ଅନତି ଦୂରରେ ଏଭଳି କାଣ୍ଡ ଘଟିଥିବା ହେତୁ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus interview kanak news khola katha latest news latest orissa news latest update news fues news in odia news today news7 odia news odisha political news odisha9 orissa latest orissa political news political update politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleପ୍ରଧାନ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ
    Next Article ଆଗକୁ ଚନ୍ଦନଯାତ୍ରା, ହେଲେ ଅପ୍ରସ୍ତୁତ ନରେନ୍ଦ୍ର
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଭାରତ-ଇଣ୍ଡିଜ ପ୍ରଥମ ଦିନିକିଆ : ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବୋଲିଂ

    February 6, 2022

    ‘ନ୍ୟୁରୋଫାଇବ୍ରୋମା’ ବିକୃତ କରି ଦେଲା ଚେହେରା: ଝୁଲି ପଡ଼ିଛି ମୁହଁ, ଯନ୍ତ୍ରଣା ଦେଉଛି ଜୀବନ

    February 17, 2023

    ଭୋଗବର୍ଦ୍ଧନ ମଠକୁ ମହାପ୍ରଭୁ ସାହା: ପୁନରୁଦ୍ଧାର ପାଇଁ ଲୋଡ଼ା ୫କୋଟି, ଆସିଲା ୫ଲକ୍ଷ

    December 26, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.