Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପରିବର୍ତ୍ତନ: ୪ରେ ମୟୂରଭଞ୍ଜ ଆସିବେ
    ରାଜ୍ୟ

    ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପରିବର୍ତ୍ତନ: ୪ରେ ମୟୂରଭଞ୍ଜ ଆସିବେ

    NewsLaxmi7By NewsLaxmi7April 27, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ମେ ୯ ତାରିଖ ପରିବର୍ତ୍ତେ ୪ ତାରିଖରେ ମୟୂରଭଞ୍ଜ ଆସିବେ ରାଷ୍ଟ୍ରପତି। ୪ ତାରିଖରେ ରାଇରଙ୍ଗପୁରରେ ପହଞ୍ଚିବା ପରେ ପୂର୍ବରୁ ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହି ରାତିରେ ବାରିପଦା ଆସି ସର୍କିଟ୍‌ ହାଉସ୍‌ରେ ରହିବେ। ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।

    ଏ ସଂକ୍ରାନ୍ତରେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ ଆଜି ଫୋନ୍‌ ଯୋଗେ ଅବଗତ କରିଥିବା କହିଛନ୍ତି କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। କାର୍ଯ୍ୟକ୍ରମ ସଅଳ ହେବାକୁ ଥିବାରୁ ଆଗୁଆ ପ୍ରସ୍ତୁତ ହେଉଛୁ ବୋଲି କୁଳପତି ପ୍ରଫେସର ତ୍ରିପାଠୀ କହିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ ମଧ୍ୟ ସମସ୍ତ ବ୍ୟବସ୍ଥା କରୁଛି ବୋଲି ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ମେ ୯ ତାରିଖରେ ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବକୁ ଆସିବାର ଥିଲା। ଏ ନେଇ ଗତ ୨୦ ତାରିଖରେ ରାଷ୍ଟ୍ରପତି ଭବନରୁ ସୂଚନା ଦିଆଯାଇଥିଲା।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    Share. Facebook Twitter LinkedIn WhatsApp Email
    Previous Articleଲୁଟିଲେ ୫୦ ଲକ୍ଷ ଟଙ୍କା, ୧୦ କୋଟିର ସୁନା
    Next Article ମାଓ ଆକ୍ରମଣ: ଓଡ଼ିଶା ସୀମାରେ ହାଇ ଆଲର୍ଟ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଟିକା ନେବାପରେ କିଭଳି ଲାଗେ, ଅନୁଭୂତି ବଖାଣିଲେ ଓଡ଼ିଆ ଡାକ୍ତର

    January 8, 2021

    ଆକ୍ସନ କରିବାକୁ ଚାହାନ୍ତି ଅନନ୍ୟା

    November 8, 2020

    ପାକିସ୍ତାନ ରାଜନୈତିକ ଅସ୍ଥିରତା ଚରମରେ: ବିଲାୱଲଙ୍କୁ ପ୍ରଧାନମନ୍ତ୍ରୀ କରାଇବ ପାକ୍‌ ସେନା!

    June 2, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.