ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବୁର୍ଲା : ବୁର୍ଲା ଭିମସାରରେ ପୁଣି ଜଣେ ଚିକିତ୍ସାଧୀନ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ପ୍ରାୟ ମାସେ ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ପହଞ୍ଚିଛି। ଗତ ମାର୍ଚ ମାସ ୨୬ରେ ଏଠାରେ ପ୍ରଥମ କୋଭିଡ ମୃତ୍ୟୁ ହୋଇଥିଲା। କେବଳ ଗତ ସପ୍ତାହେ ମଧ୍ୟରେ ଏଠାରେ ଚିକିତ୍ସାଧୀନ ୫ ଜଣ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି।
ତେବେ, ଗତ ପ୍ରାୟ ପାଞ୍ଚ ଦିନରେ କୌଣସି ନୂଆ ରୋଗୀ ଭର୍ତ୍ତି ହୋଇନଥିବା କୋଭିଡ୍ ହସ୍ପିଟାଲର ଭାରପ୍ରାପ୍ତ ଅଧିକାରୀ ଡା. ମନୋରଞ୍ଜନ ନାଏକ ସୂଚନା ଦେଇଛନ୍ତି। ପୂର୍ବରୁ ଚିକିତ୍ସିତ ହେଉଥିବା ୫ ଜଣ ରୋଗୀ ସୁସ୍ଥ ହୋଇ ଆଜି ଘରକୁ ଯାଇଥିବାବେଳେ ୪ ଗୁରୁତର ରୋଗୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଡା. ନାଏକ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l