ରାଜ୍ୟ ସ୍ପେଶାଲ ରିପୋର୍ଟ

ସମ୍ବଲପୁର ସହରରେ କର୍ଫ୍ୟୁ ବଳବତ୍ତର, ଆଜିଠୁ ରାତି ୧୦ଟା ଯାଏ କୋହଳ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସମ୍ବଲପୁର : ଗତ ୧୪ ତାରିଖ ମଧ୍ୟରାତ୍ରିରୁ ସମ୍ବଲପୁର ସହରରେ ଲାଗୁ‌ ହୋଇଥିବା କର୍ଫ୍ୟୁ ୧୨ ନମ୍ବର ଦିନରେ ବି ଜାରି ରହିବ। ଆସନ୍ତାକାଲି ଅର୍ଥାତ୍ ୨୫ ତାରିଖରେ ବି କର୍ଫ୍ୟୁ ବଳବତ୍ତର ରହିବ। ତେବେ ୨୫ ତାରିଖରେ କର୍ଫ୍ୟୁ କୋହଳ ସମୟ ବୃଦ୍ଧି କରାଯାଇ ସକାଳ ୫ଟାରୁ ରାତି ୧୦ଟା ଯାଏ କରାଯାଇଛି। ଫଳରେ କେବଳ ରାତିରେ ୭ ଘଣ୍ଟା କର୍ଫ୍ୟୁ ରହିବ। ବାକି ୧୭ ଘଣ୍ଟା କୋହଳ ରହିବ।

ଇତି ମଧ୍ୟରେ ସମ୍ବଲପୁର ସହରରେ ସ୍ଥିତି କ୍ରମେ ସ୍ବାଭାବିକ ହେବାରେ ଲାଗିଛି। ଗତ କିଛି ଦିନର ତିକ୍ତ ଅନୁଭୂତିକୁ ଭୁଲି ଲୋକେ ପୁଣିଥରେ ସ୍ବାଭାବିକ ଜୀବନ ଜିଇଁବା ଆରମ୍ଭ କରିଛନ୍ତି। ଇତି ମଧ୍ୟରେ ଇଣ୍ଟର୍‌ନେଟ୍ ସେବା ସ୍ବାଭାବିକ ହେଲାଣି। ହେଲେ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।