Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ପୁଣି ଚର୍ଚ୍ଚାରେ ସେହି ଦାନ୍ତେୱାଡ଼ା: ମାଓ ଆକ୍ରମଣ ୧୦ ଯବାନ ସହିଦ
    ରାଜ୍ୟ

    ପୁଣି ଚର୍ଚ୍ଚାରେ ସେହି ଦାନ୍ତେୱାଡ଼ା: ମାଓ ଆକ୍ରମଣ ୧୦ ଯବାନ ସହିଦ

    NewsLaxmi7By NewsLaxmi7April 27, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ‌ଦାନ୍ତେୱାଡ଼ାରେ ବଡ଼ଧରଣର ହମ୍‌ଲା କରିଛନ୍ତି ମାଓବାଦୀ। ଅରନପୁର ଅଞ୍ଚଳରେ ମାଓବାଦୀମାନେ ଆଜି ବିସ୍ଫୋରଣ କରି ଡିଆର୍‌ଜି (ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ) ଯବାନଙ୍କୁ ନେଇ ଫେରୁଥିବା ଗାଡ଼ିକୁ ଉଡ଼ାଇ ଦେଇଛନ୍ତି। ଘଟଣାସ୍ଥଳରେ ୧୦ଜଣ ଯବାନ ସହିଦ ହୋଇଥିବା ବେଳେ ଜଣେ ବେସରକାରୀ ଗାଡ଼ି ଚାଳକ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ବିସ୍ଫୋରଣର ତୀବ୍ରତା ଏତେ ପ୍ରଚଣ୍ଡ ରହିଥିଲା ଯେ, ଗାଡ଼ି ପ୍ରାୟ ୨୦ଫୁଟ ଉପରକୁ ଉଠି ଛିନ୍‌ଛତ୍ର ହୋଇଯାଇଥିଲା। ଅରନପୁର ଅଞ୍ଚଳରେ ମ‌ାଓବାଦୀଙ୍କ ଗତିବିଧି ନେଇ ସୂଚନା ପାଇ ଡିଆରଜି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। କିନ୍ତୁ ଏହି ଖବର ମାଓବାଦୀ ଶିବିରରେ ପହଞ୍ଚି ଯାଇଥିଲା। ତେଣୁ ଆକ୍ରମଣ ପାଇଁ ଯୋଜନା କରି ଫେରିବା ବାଟରେ ଆମ୍ବୁସ୍‌ ଲଗାଇ ରହିଥିଲେ। ଗାଡ଼ି ଭଡ଼ା କରି ଯବାନମାନେ ଫେରିବା ସମୟରେ ଅରନପୁର-ସମେଲି ରାସ୍ତାରେ ମାଓବାଦୀ ବଡ଼ଧରଣର ବିସ୍ଫୋରଣ କରିଥିଲେ। ଘଟଣାସ୍ଥଳରେ ହିଁ ହେଡ୍‌ କନେଷ୍ଟବଳ ଜୋଗା ସୋଢ଼ୀ, ମୁନାରାମ କଡତୀ, ସନ୍ତୋଷ ତାମୋ, କନେଷ୍ଟବଳ ଦୁଗୋ ମଣ୍ଡାବୀ, ଲଖମୁ ମରକାମ, ଜୋଗା କବାସୀ, ହରିରାମ ମଣ୍ଡାବୀ, ଯବାନ ରାଜୁରାମ କରଟମ, ଜୟରାମ ପୋଡିୟାମ, ଜଗଦୀଶ କବାସୀ ସହିଦ ହୋଇଯାଇଥିଲେ। ଗାଡ଼ି ଚାଳକ ଧନୀରାମ ଯାଦବଙ୍କ ମଧ୍ୟ ମୃତ୍ୟୁ ହୋଇଥିଲା।

    ସୁନିୟୋଜିତ ଆକ୍ରମଣ ପାଇଁ ମାଓବାଦୀ ପ୍ରାୟ ୫୦କିଲୋ ବିସ୍ଫୋରକ (ଆଇଇଡି) ବ୍ୟବହାର କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଘଟଣାସ୍ଥଳରେ ବିରାଟ ଗାତ ହୋଇଥିବା ବେଳେ ଯବାନଙ୍କୁ ନେଇ ଆସୁଥିବା ଗାଡ଼ି ଚୂରମାର ହୋଇ କିଛି ମିଟର ଦୂରରେ ଯାଇ ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବରିଷ୍ଠ ଅଧିକାରୀଙ୍କ ସହ ଅତିରିକ୍ତ ଫୋର୍ସ ପହଞ୍ଚିଛନ୍ତି। ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ମାଓ ବିରୋଧୀ ଅପରେସନ ପୁଣି ଆରମ୍ଭ ହୋଇ ସାରିଥିବା ଆଇଜି ସୁନ୍ଦରରାଜ ପି. ସୂଚନା ଦେଇଛନ୍ତି। ଘଟଣା ଘଟାଇ ମାଓବାଦୀ ଓଡ଼ିଶାରେ ପଶିବାରେ ଯଥେଷ୍ଟ ସମ୍ଭାବନା ରହିଥିବାରୁ ସୀମାନ୍ତ ଜିଲ୍ଲା କୋରାପୁଟ ନବରଙ୍ଗପୁର ଓ ମାଲକାନଗିରିରେ ହାଇଆଲର୍ଟ ଜାରି କରାଯାଇଛି।

    ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଗଭୀର ଶୋକ ପ୍ରକାଶ କରିବା ସହ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି କହିଛନ୍ତି। ମାଓବାଦୀଙ୍କ ବିରୋଧରେ ସଂଗ୍ରାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ମାଓବାଦୀ ମୂଳପୋଛ ହୋଇଯିବେ ବୋଲି ପ୍ରକାଶ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ଶୋକ ପ୍ରକାଶ କରି ଘଟଣା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ବାଘେଲଙ୍କ ସହ କଥା ହୋଇ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଆକ୍ରମଣକୁ କଡା ନିନ୍ଦା କରିବା ସହ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବଳିଦାନ ସର୍ବଦା ସ୍ମରଣୀୟ ରହିବ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯବାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ ୨୦୨୧ ମସିହାରେ ସୁକମା ଜିଲ୍ଲାରେ ଅନୁରୂପ ହିଂସାକାଣ୍ଡରେ ୨୨ଜଣ ଯବାନ ସହିଦ ହୋଇଥିଲେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ: ମେ ୨୨ରୁ ଆରମ୍ଭ ହେବ ମନ୍ତ୍ରୀଙ୍କ ସମୀକ୍ଷା
    Next Article ଆପାର୍ଟମେଣ୍ଟ ବୁକିଂ କରି ଗ୍ରାହକ ହନ୍ତସନ୍ତ: ୧୫ ହଜାର ଆପାର୍ଟମେଣ୍ଟ ବିକ୍ରି ଅପେକ୍ଷାରେ
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବଦଳିଲା ପାଗ: ୩ ଦିନ ତାତିରୁ ମୁକ୍ତି

    April 22, 2023

    ଶିକ୍ଷାବର୍ଷ ଘୁଞ୍ଚାଯିବ; ହେଲେ ବାତିଲ୍ କଥା ସାରା ଦେଶର ସରକାର ମିଶିକି ବିଚାର କରିବା କଥା: ଉଚ୍ଚଶିକ୍ଷା ସଚିବ

    November 25, 2020

    ଅଲ୍‌ ଇଂଲଣ୍ଡ ବ୍ୟାଡମିଣ୍ଟନ୍ ଚାମ୍ପିଅନ୍‌ସିପ୍‌: ୨୧ ବର୍ଷ ପରେ ପ୍ରଥମ ପୁରୁଷ ଖେଳାଳି ଭାବେ ଫାଇନାଲରେ ଲକ୍ଷ୍ୟ ସେନ୍

    March 20, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.