ରାଜ୍ୟ ସ୍ପେଶାଲ ରିପୋର୍ଟ

କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ପରିବହନ ମନ୍ତ୍ରୀ: ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ୱର: ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ସେ ପୁରୀରୁ ରାୟପୁର, ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଓ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି।

ସୂଚନାଯୋଗ୍ୟ, ଆଜି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଛି। ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ହାୱଡ଼ା- ପୁରୀ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହୋଇଛି। ସକାଳ ୬ଟା ୧୦ରେ ହାୱଡ଼ାରୁ ଏହି ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଏହା ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ଟ୍ରେନ୍। ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ପହଞ୍ଚିବ ହାଓଡ଼ା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।