Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ସମ୍ବଲପୁର ହିଂସାକାଣ୍ଡ: ଜିଲ୍ଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିସନ୍‌ ନୋଟିସ
    ଅପରାଧ

    ସମ୍ବଲପୁର ହିଂସାକାଣ୍ଡ: ଜିଲ୍ଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିସନ୍‌ ନୋଟିସ

    NewsLaxmi7By NewsLaxmi7April 25, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    କଟକ : ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରୁ ସୃଷ୍ଟ ଗଣ୍ଡଗୋଳ ଓ ହିଂସାକାଣ୍ଡ ଘଟଣାକୁ ରାଜ୍ୟ ମାନବାଧିକାର କମିସନ୍‌ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଏହି ପ୍ରସଂଗରେ ସମ୍ବଲପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କ ନିକଟରୁ କମିସନ୍‌ ରିପୋର୍ଟ ତଲବ କରିଛନ୍ତି। କମିସନ୍‌ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ଅଭିଯୋଗକୁ ବିଚାର ପାଇଁ ଗ୍ରହଣ କରିବା ସହିତ ସମ୍ବଲପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମେ ୭ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମେ ୮ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

    ଶ୍ରୀ ମହାନ୍ତି ତାଙ୍କ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଗଣ୍ଡଗୋଳ ହୋଇଥିଲା ଓ ପରବର୍ତ୍ତୀ ସମୟରେ ପରିସ୍ଥିତି ଗୁରୁତର ହୋଇଥିଲା। ଶୋଭଯାତ୍ରା ସମୟରେ ପୁଲିସ ଗ୍ରହଣ କରିଥିବା ସୁରକ୍ଷା ବ୍ୟବସ୍ଥାକୁ ନେଇ ଅଭିଯୋଗ ରହିଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟଣାସ୍ଥଳରେ ମୁତୟନ ପୁଲିସ ବଳ ଯଥେଷ୍ଟ ଥିଲେ ନା ନାହିଁ ତାକୁ ନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଇଣ୍ଟରନେଟ୍ ସେବା ବନ୍ଦ ନିଷ୍ପତ୍ତି କେଉଁ ପରିସ୍ଥିତିରେ ନିଆଯାଇଥିଲା ସେ ନେଇ ଜବାବ ତଲବ କରାଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଦୀର୍ଘ ସମୟ ଇଣ୍ଟରନେଟ୍ ସେବା ବନ୍ଦ ରହିବାରୁ ସାଧାରଣ ‌ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିଶେଷ କରି ଛାତ୍ରଛାତ୍ରୀମାନେ ଇଣ୍ଟରନେଟ୍‌ ସେବା ବନ୍ଦ ଦ୍ବାରା ହଇରାଣ ହୋଇଥିଲେ। ଏଥିସହିତ ମୃତ ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଉ। ଗୁରୁତର ଆହତ ପୁଲିସ ଅଧିକାରୀ ଓ ଅନ୍ୟମାନଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବିଦେଶୀ କିଣିନେ‌ଲେ ୨ ମହାପୁରୁଷଙ୍କ ପ୍ରତିମୂର୍ତ୍ତି
    Next Article ହାଇକୋର୍ଟରେ ସ୍କୁଲ୍‌ ଫି ମାମଲା: ସମୟ ନେଲେ ସରକାର, ଜୁନ୍‌ ୨୬ରେ ପରବର୍ତ୍ତୀ ଶୁଣାଣି
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଭଲ ଖବର: ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ ତହସିଲଦାର

    March 29, 2023

    ମଧୁମେହ ରୋଗୀଙ୍କ ପାଇଁ ଅବ୍ୟର୍ଥ ଔଷଧ ଭାବେ କାର୍ଯ୍ୟ କରିଥାଏ ଗ୍ରିନ୍ ଟି, ରହିଛି ଆହୁରି ଅନେକ ଗୁଣ

    October 25, 2020

    ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡାକ୍ତର ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ

    April 16, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.