Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Sunday, June 4
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ
    ରାଜ୍ୟ

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    NewsLaxmi7By NewsLaxmi7April 3, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

    ପିପିଲି : ଗଙ୍ଗୁଆର ବିରାଟ ନଦୀ ବନ୍ଧ ଆଉ ନାହିଁ। ଦୟାନଦୀକୁ ସଂଯୋଗ କରୁଥିବା ଗଙ୍ଗୁଆ ନଦୀବନ୍ଧକୁ ମାଟି ମାଫିଆମାନେ ତାଡ଼ି ନେଇଛନ୍ତି। ପ୍ରାୟ ୪ କୋଟିରୁ ଅଧିକ ଟଙ୍କାର ମାଟି ଲୁଟି ନେଇଛନ୍ତି ବୋଲି ଆକଳନ କରାଯାଇଛି। ରାତିସାରା ଏକାଧିକ ଜେସିବିରେ ବନ୍ଧ ତାଡ଼ି ଏମାନେ ହାଇୱା ଆଦି ବଡ଼ ଗାଡ଼ିରେ ବାହାରକୁ ମାଟି ଚାଲାଣ କରୁଛନ୍ତି। କିଛି ଅସାଧୁ ପ୍ରଶାସନିକ ଓ ପୁଲିସ ଅଧିକାରୀଙ୍କ ସହଯୋଗରେ ସେମାନେ ଏହି କାର୍ଯ୍ୟ କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି।

    ହାଇୱାରେ ମାଟି ଟ୍ରିପ୍‌ ୫ରୁ ୬ହଜାର ଟଙ୍କା ଲେଖାଏଁ ଏମାନେ ବିକ୍ରି କରୁଛନ୍ତି। ମାଟି ମାଫିଆମାନେ ସ୍ଥାନୀୟ ଅଂଚଳରୁ ପ୍ରାୟ ୪ କୋଟିରୁ ଅଧିକ ଟଙ୍କାର ମାଟି ଲୁଟି ନେଲେଣି ବୋଲି କୁହାଯାଉଛି। ଦୟାନଦୀ ବନ୍ଧରେ ପ୍ରତିଦିନ ଟ୍ରାକ୍ଟର, ୧୦ଚକିଆ ଓ ୧୬ଚକିଆ ହାଇୱା ମାଟି ଲୋଡ୍‌ କରି ଚଳପ୍ରଚଳ କରିବା ଫଳରେ କାକୁଡ଼ିଆ ଅରାଗଡ଼ ଦନୀବନ୍ଧ କେତେକ ସ୍ଥାନରେ ଦବି ଫାଟି ଗଲାଣି।

    ସେହିପରି ମାଟି ମାଫିଆମାନେ ଦୟାନଦୀ ପାର୍ଶ୍ବରୁ ମାଟି ଖୋଳି ପ୍ରାୟ ୫ଫୁଟରୁ ଅଧିକ ଖାଲ କରିବା ଫଳରେ ସ୍ଥାନୀୟ ଗାଁମାନଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି। ବନ୍ୟା ଓ ବର୍ଷାରେ ଏହି ନଦୀବନ୍ଧ ଭାଙ୍ଗିବା ଆଶଙ୍କା ଦେଖାଦେଇଛି। ଏନେଇ ସ୍ଥାନୀୟ ଅଂଚଳବାସୀ ଚିନ୍ତିତ ଅଛନ୍ତି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    barun gandhi breaking news featured interview kanak news latest news latest update newslaxmi7 odia news odisha famous people odisha khabar odisha latest odisha latest news odisha political news otv otv live political update politices rahul gandhi sonia gandhi speech
    Share. Facebook Twitter LinkedIn WhatsApp Email
    Previous Articleପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ
    Next Article ୨୦୩୦ ସୁଦ୍ଧା ମଣିଷ ଅମରତ୍ବ ହାସଲ କରିବ, ଗୁଗୁଲ୍‌ର ପୂର୍ବତନ ଇଞ୍ଜିନିୟରଙ୍କ ଦାବି
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଓଡ଼ିଆ ନବବର୍ଷର ଶୁଭେଚ୍ଛା: ଟ୍ୱିଟ୍ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

    April 14, 2021

    ଡରାଇଲାଣି ଅଜଣା ରୋଗ, ୧୪ ଦିନରେ ଗଲାଣି ୮ଜଣଙ୍କ ଜୀବନ

    September 13, 2022

    ରକ୍କି ଔର୍‌ ରାନୀ କି ପ୍ରେମ୍‌ କାହାନୀ

    July 19, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.