Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ସାରଦାଙ୍କୁ ଏ କି ସମ୍ମାନ! ମୁଖ୍ୟମନ୍ତ୍ରୀଙ୍କ ସହ ଫଟୋ ଉଠାଉଥିଲେ, ହାତଧରି ଟାଣି ଆଣିଲେ
    ରାଜ୍ୟ

    ସାରଦାଙ୍କୁ ଏ କି ସମ୍ମାନ! ମୁଖ୍ୟମନ୍ତ୍ରୀଙ୍କ ସହ ଫଟୋ ଉଠାଉଥିଲେ, ହାତଧରି ଟାଣି ଆଣିଲେ

    NewsLaxmi7By NewsLaxmi7April 28, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ରାଉରକେଲା : ପୂର୍ବତନ ମନ୍ତ୍ରୀ ତଥା ଏବେକାର ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସୁନ୍ଦରଗଡ଼ ଜିଲ୍ଲା ରାଜନୀତିରେ ଜଣେ ପରିଚିତ ଚେହେରା। ‌ସାରଦା ବର୍ତ୍ତମାନ ଏକାଧିକ ଗୁରୁତ୍ବପୂର୍ଣ୍ଣ ଦାଦୟିତ୍ବରେ, ବିଜେଡି ଜିଲ୍ଲା ସଭାପତି ହେବା ସହ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମଧ୍ୟ ଅଛନ୍ତି। ଏତିକି ନୁହେଁ, ଗତ ୨୦୧୯ ସାଧାରଣ ନିର୍ବାଚନ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପରିଚାଳନା ଭାର ସାରଦାଙ୍କ ଉପରେ ନ୍ୟସ୍ତ କରାଯାଇଥିଲା। ମୋଟାମୋଟି ଭାବେ ଜିଲ୍ଲା ବିଜେଡିରେ ସଂପ୍ରତି ସାରଦା ଯେ ପ୍ରମୁଖ ବ୍ୟକ୍ତି, ଏହା ସମସ୍ତେ ଜାଣନ୍ତି। ତେବେ ‘ଶଙ୍ଖ ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାରଦାଙ୍କ ହାତଟାଣି ନେଇଯିବା ଘଟଣାକୁ ସହଜରେ ଗ୍ରହଣ କରିପାରିନାହାନ୍ତି ତାଙ୍କର ସମର୍ଥକ।

    ଜୟପୁରଠାରେ ବିଶ୍ବବିଦ୍ୟାଳୟ ଉଦ୍‌ଘାଟନ ସମାରୋହରେ ସଭାମଂଚରେ ପୂର୍ବତନ ମନ୍ତ୍ରୀ ରବି ନନ୍ଦଙ୍କ ଅସ୍ବସ୍ତି ପରେ ପୁଣି ଏବେ ଏହି ଅନୁରୂପ ଘଟଣାଟି କଟୁ ସମାଲୋଚନା ପାଇଁ ବିରୋଧୀଙ୍କୁ ଆଉ ଏକ ସୁଯୋଗ ଦେଇଛି। ଭୁବନେଶ୍ବରଠାରେ ବିଜେଡିର ନୂଆ କାର୍ଯ୍ୟାଳୟ ‘ଶଙ୍ଖ ଭବନ ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଦଳୀୟ ବିଧାୟକ, ନେତାଙ୍କୁ ସାକ୍ଷାତ ସୁଯୋଗ ଦେଇଥିଲେ। ଜଣକ ପରେ ଜଣେ ବିଜେଡି ନେତା ତାଙ୍କ ସହ ଫଟୋ ଉଠାଇଥିଲେ। ଏହି କ୍ରମରେ ରାଉରକେଲା ବିଧାୟକ ସାରଦାଙ୍କ ପାଳି ପଡ଼ିଥିଲା। ସାରଦା ଅନ୍ୟ ଜଣେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ପଛପଟେ ଛିଡ଼ା ହୋଇ ଫଟୋ ଉଠାଇବାରେ ବ୍ୟସ୍ତ ରହିଥିଲେ। କାମଟି ଶୀଘ୍ର ନ ସରିବାରୁ ସାରଦାଙ୍କ ପାଖକୁ ଯାଇ ଶ୍ରୀ ଦାସ ତାଙ୍କ ହାତ ଧରି ଟାଣି ଆଣିଥିଲେ। ହଠାତ୍ କରି ଅବଶ୍ୟ ସାରଦା କିଛି ସମୟ ରହିଯାଇଥିଲେ, କିନ୍ତୁ ପରେ ବାଧ୍ୟ ହୋଇ ଚାଲିଆସିଥିଲେ। ଏହି ଦୃଶ୍ୟ କ୍ୟାମେରାରେ କଏଦ୍‌ ହୋଇଯାଇଥିଲା।

    ଏବେ ଏହି ଦୃଶ୍ୟ ଥିବା ୧୦ ସେକେଣ୍ଡ୍‌ର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। କିଛିଦିନ ହେଲା ଏଇ ଭିଡିଓ ନେଇ ଇସ୍ପାତ ସହରରେ ଚର୍ଚ୍ଚା ଜୋର୍‌ ଧରିଛି। ଏହି ଘଟଣାକୁ ନେଇ ବିଭିନ୍ନ ମହଲ ବିଭିନ୍ନ ଅର୍ଥ କରୁଛନ୍ତି। ସେମାନଙ୍କ ଭିତରୁ କିଛି ଏହା ସାରଦାଙ୍କ ହ୍ରାସ ପାଉଥିବା କାଟ୍‌ତିକୁ ଦର୍ଶାଉଥିବା କହିଛନ୍ତି। ସାରଦାଙ୍କ ସମର୍ଥକ ଖୋଲାଖୋଲି ମୁହଁ ଖୋଲୁନାହାନ୍ତି, କିନ୍ତୁ ଭିତିରିଆ ବେଶ୍‌ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଅପରପକ୍ଷରେ ବିରୋଧୀଙ୍କୁ ସମାଲୋଚନା ପାଇଁ ଏହି ଭାଇରାଲ୍‌ ଭିଡିଓଟି ଖୋରାକ୍‌ ଯୋଗାଇଛି। ବିରୋଧୀ ଦଳର ନେତା, କର୍ମକର୍ତ୍ତା, ସାମାଜିକ ଗଣମାଧ୍ୟମରେ ଏହି ଭିଡିଓ ଅପଲୋଡ୍‌ କରି ସାରଦାଙ୍କୁ ଟାର୍ଗେଟ୍‌ କରୁଥିବା ଦେଖିବାକୁ ମିଳୁଛି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଭିମସାର: ମାସକ ମଧ୍ୟରେ କୋଭିଡ୍‌ରେ ୧୦ ମୃତ୍ୟୁ
    Next Article ସୂତାକଳ ପୁନରୁଦ୍ଧାରରେ ପୂର୍ଣ୍ଣଚ୍ଛେଦ! ଭିତ୍ତିଭୂମି ଥାଇ ବି ସୂତା ପାଇଁ ଦକ୍ଷିଣ ଭାରତକୁ ଭରସା
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଗାବାରେ ପୁଣି ସିରାଜ ଅପମାନିତ

    January 16, 2021

    ଶନିଦେବଙ୍କ କୋପ ଦୃଷ୍ଟିରୁ ରକ୍ଷା ପାଇବାକୁ ଶନିବାର ଦିନ ଜପ କରନ୍ତୁ ଏହି ମନ୍ତ୍ର

    December 5, 2020

    ରିତିକା ଫୋଗଟଙ୍କ ଆତ୍ମହତ୍ୟା

    March 19, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.