ରାଜ୍ୟ

୩୫ ଡିଗ୍ରି ଡେଇଁଲା ଭୁବନେଶ୍ବରର ତାପମାତ୍ରା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଭୁବନେଶ୍ବର ତାପମାତ୍ରା ୩୫ ଡିଗ୍ରି ଡେଇଁଲା। ପ୍ରଥମ ଥର ଲାଗି ଚଳିତବର୍ଷ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଏଠାରେ ୩୫.୪ ଡିଗ୍ରି ରେକର୍ଡ କରାଯାଇଛି। ନୟାଗଡ଼ ତାପମାତ୍ରା ବି ୩୫ ଡିଗ୍ରି ଛୁଇଁଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]