ରାଶିଫଳ(ଗୁରୁବାର,୦୭ ଜୁଲାଇ,୨୦୨୨)
ମେଷ: ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ । କୌଣସି କାର୍ଯ୍ୟ କିମ୍ବା ସମ୍ବନ୍ଧ ବିଗିଡ଼ିବା ପଛରେ ଏହି କ୍ରୋଧ କାରଣ ବନିପାରେ । ଶରୀରରେ ଫୂର୍ତ୍ତିର ଅଭାବ ରହିବ । ମାନସିକ ଅସୁସ୍ଥତାର ସ୍ଥିତିରେ ମନ କୌଣସି କାର୍ଯ୍ୟ କରିବା ପାଇଁ ପ୍ରେରିତ ହେବ ନାହିଁ । ବୃଷ: କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସୁସ୍ଥତାର କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିବେ । ଅତ୍ୟଧିକ କାମର ବୋଝରେ […]