ଜାଣନ୍ତୁ ଆଜିର ରାଶିଫଳ
ମେଷ: ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହିବାର ଆବଶ୍ୟକତା ଅଛି। ଅର୍ଥ ନେବା ଦେବାରେ ସାବଧାନତା ଅବଲମ୍ବନ କରନ୍ତୁ। ଜୀବନସାଥୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ବୃଷ: ପୂର୍ବ ବ୍ୟବସାୟ ଚୁକ୍ତିରୁ ଅଚାନକ ଲାଭ ହେବ। ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଘରେ ଧାର୍ମିକ କାର୍ଯ୍ୟ କରିବା ଲାଗି ଯୋଜନା କରିପାରନ୍ତି। ମିଥୁନ: ନୂଆ ଶକ୍ତିରେ ପୂର୍ଣ୍ଣ ରହିବେ। ବନ୍ଧୁ ଠାରୁ ଖୁସି ଖବର ଶୁଣିବାକୁ ପାଇବେ। ମହିଳାମାନେ ଅନଲାଇନରେ କିଣାକିଣି କରିବେ। ଶିକ୍ଷାର୍ଥୀଙ୍କୁ ଏକ ସାର୍ଥକ ପଥ […]