ରାସନକାର୍ଡରେ ୧୫, ୦୦୦ ନକଲି ନାଁ !
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଯୋଗାଣ ବିଭାଗର ଗୋଟିଏ ପରେ ଗୋଟିଏ କେଳେଙ୍କାରୀ ପଦାକୁ ଆସିବାରେ ଲାଗିଛି। ‘ଭୂତ କାର୍ଡ’ ପରେ ଏବେ ନକଲି ନାମ ଥିବା କାର୍ଡରେ ଉଠାଯାଉଛି ଶହ ଶହ କ୍ବିଣ୍ଟାଲ ଚାଉଳ ଓ ଗହମ। ବସ୍ତିରେ ରହୁଥିବା ହିତାଧିକାରୀଙ୍କ […]









