ଅନୁପ ସାଏଙ୍କୁ ହତ୍ୟା ଯୋଜନା; ପ୍ରତିଶୋଧ ନେଇଥା’ନ୍ତେ କନେଷ୍ଟବଳ, ବଦଳି ହେଲେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରୁ ଏଯାଏ ପରଦା ହଟିପାରିନି। ଏହାରି ଭିତରେ ପୁଣି ଜଣେ ଜନ ପ୍ରତିନିଧିଙ୍କୁ ହତ୍ୟା ପାଇଁ ଯୋଜନା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। […]









