ଲୋକଙ୍କ ଆଖିରେ ଲେଖାଶ୍ରୀ ଜୋକର୍: ବିଜେଡି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ବିଜେପି ନେତ୍ରୀ ଲେଖାଶ୍ରୀ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଉପରେ ବର୍ଷିବା ପରେ ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ସାମ୍ବାଦିକ ସମ୍ମିଳନୀ କରି ଲେଖାଶ୍ରୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଲେଖାଶ୍ରୀ ଜଣେ ଆତ୍ମଘୋଷିତ ତଦନ୍ତକାରୀ ଅଧିକାରୀ ଏବଂ […]









