ଯୁକ୍ତ୨ ପରୀକ୍ଷା: ମଗାଗଲା ପ୍ରାକ୍ଟିକାଲରେ ଅନୁପସ୍ଥିତ ପରୀକ୍ଷାର୍ଥୀଙ୍କ ତଥ୍ୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଶେଷ ହୋଇଛି। ସୁରୁଖୁରୁରେ ପରୀକ୍ଷା ସରିଥିବା ବେଳେ ଏବେ ଅନୁପସ୍ଥିତ ପରୀକ୍ଷାର୍ଥୀଙ୍କ ତଥ୍ୟ ମାଗିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ପରିଷଦ ପରୀକ୍ଷା ନିୟନ୍ତ୍ରକ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ), ସେଲ୍ଫ […]









