ଭସାପୋଲରେ ଭାରୀଯାନ ପାଇଁ କଟକଣା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରହ୍ମଗିରି : ବାରମ୍ବାର ଭସାପୋଲ ଯାତ୍ରୀଙ୍କ ସହିତ ମଝି ଚିଲିକାରେ ଅଟକି ରହୁଛି। ଏହି କାରଣରୁ ଘଣ୍ଟା ଘଣ୍ଟା ଧରି ଯାତ୍ରୀ ମଝି ଚିଲିକାରେ ନାକେଦମ ହେଉଛନ୍ତି। ଭସାପୋଲରେ ଲାଗିଥିବା ଦୁଇଟି ଇଞ୍ଜିନ୍ ମଧ୍ୟରୁ ଗୋଟିଏ ଠିକଣା ଭାବରେ କାମ କରୁନି। […]









