ପୁଲିସ୍ ସହ ବିବାଦ ଜୟନାରାୟଣଙ୍କ ଲମ୍ବା ଇତିହାସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର: ପୁଲିସ୍ ସହିତ ବିବାଦ ନେଇ ଜୟ ନାରାୟଣ ମିଶ୍ରଙ୍କ ପୁରୁଣା ଇତିହାସ ରହିଛି। ବୁଧବାର ଘଟଣା ପୂର୍ବରୁ ବି ଜୟ ନାରାୟଣ ଅନେକଥର ପୁଲିସ୍ ସହ ମୁହାଁମୁହିଁ ହୋଇଛନ୍ତି। ପୂର୍ବରୁ ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଖଣ୍ଡା ଓ […]









