ଅପରାଧ ରାଜ୍ୟ

ଚତୁର୍ଥ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲମ୍ବିତ

ଦେଓଗାଁ: ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର କୁତୁର୍ଲା ପଞ୍ଚାୟତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ବନାଥ ବୁଦ୍ଧିଆ ନିଲମ୍ବିତ ହୋଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ମାତ୍ର ୧୦ ମାସ ତଳେ ଦେଓଗାଁ ବ୍ଳକ କୁତୁର୍ଲା ପଞ୍ଚାୟତ ବହଲି ସ୍କୁଲର ଶିକ୍ଷକ ବିଶ୍ବନାଥ ବୁଦ୍ଧିଆ ପଦୋନ୍ନତି ପାଇ ଏହି ପଞ୍ଚାୟତର ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ ଯୋଗ ଦେଇଥିଲେ। ହେଲେ ଶ୍ରୀ ବୁଦ୍ଧିଆ କିଛି ଦିନ […]