ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୯ ପଜିଟିଭ୍
ଭୁବନେଶ୍ୱର ୧୩।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]