ଗଞ୍ଜେଇ ଚୋରା ଚାଲାଣକାରୀଙ୍କ ଉପରେ ପୋଲିସ୍ର ଚଢ଼ାଉ, ୭୬ ବସ୍ତା ଗଞ୍ଜେଇ ଜବତ, ୧୦ ଗିରଫ
ଚିତ୍ରକୋଣ୍ଡା, ୧୨/୦୫: ଚିତ୍ରକୋଣ୍ଡା ପୋଲିସ ପକ୍ଷରୁ ଗଞ୍ଜେଇ ଚୋରା ଚାଲାଣକାରୀଙ୍କ ଉପରେ ଚଢ଼ଉ କରାଯାଇଛି । ଏକ ସ୍ୱତନ୍ତ୍ର ଟିମ ଗଞ୍ଜେଇ ଚୋରାରେ ଚାଲାଣ କରାଯାଉଥିବାର ଖବର ପାଇ, ଗତକାଲି ରାତିରେ ନୂଆଗୁଡା ପଞ୍ଚାୟତ ଆର.ଏସ.ସି – ୧୦, ପୁରୁଣାପାଣି ଓ ରଥଗୁଡ଼ା ଅଞ୍ଚଳରେ ନାଇଟ ପାଟ୍ରୋଲିଂ କରୁଥିବା ବେଳେ ରଥଗୁଡ଼ା ଗ୍ରାମ ଠାରୁ ୭୦୦ ମିଟର ଦୂରରେ କିଛି ଵ୍ୟକ୍ତି ଏକାଠି ହୋଇ ଠିଆ ହୋଇଥିବାର ଦେଖିଥିଲେ । ପୋଲିସ ତାଙ୍କର ପିଛା କରିଥିଲେ l […]