ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
ପାଟଣା ୧୧।୦୫ : ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୦ରୁ ଅଧିକ ଯାତ୍ରୀ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିହୁଁଆଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ତେବେ ବୁଧବାର ସକାଳ ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତରିତ […]