ଏପ୍ରିଲ ୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ–ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ । ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ । ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ । ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ । […]