ରାଜଧାନୀରେ ପୁଣି ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର; କାରଣ ଅସ୍ପଷ୍ଟ, ପୁଲିସର ତଦନ୍ତ ଜାରି
ଭୁବନେଶ୍ବର: ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ରାଜ୍ୟବାସୀ ଭୁଲିପାରି ନ ଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଆଜି ପୁଣି ଜଣେ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ସହିଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାରସ୍ଥିତ ଏକ ଭଡ଼ା ଘରୁ ଛାତ୍ରୀଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାଁ ଆଶ୍ରିତା ସେନାପତି। ସେ ଆଚାର୍ଯ୍ୟ ବିହାର ପାଣିଟାଙ୍କି ନିକଟରେ ଥିବା ଏକ ଭଡ଼ା ଘରେ ରହୁଥିଲେ। ପୁଲିସ ପକ୍ଷରୁ କୁହାଯାଇଛି ଯେ, ମୃତ […]