ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୪ ହଜାରରୁ ଅଧିକ କରୋନା ପଜିଟିଭ୍, ୬୮୪ ମୃତ
ନୂଆଦିଲ୍ଲୀ ୧୩/୦୨: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା […]