ଓମିକ୍ରନକୁ ନେଇ କ’ଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ? ଜାଣନ୍ତୁ ଓଡ଼ିଶାରେ କିପରି ରହିଛି ପ୍ରସ୍ତୁତି
ଭୁବନେଶ୍ୱର: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଧିରେ ଧିରେ ବ୍ୟାପିବାରେ ଲାଗିଲାଣି । ପ୍ରଥମରେ କର୍ଣ୍ଣାଟକ ଓ ଗୁଜରାଟ, ମହାରାଷ୍ଟ୍ର ପରେ ଏହା ଦିଲ୍ଲୀକୁ ବି ନିଜ କବଜାକୁ ନେବାରେ ଲାଗିଛି । ଓମିକ୍ରନକୁ ନେଇ ବିଭିନ୍ନ ରାଜ୍ୟ ନିଜ ନିଜର ଗାଇଡଲାଇନ୍ ସହିତ କଟକଣାକୁ କଡ଼ାକଡ଼ି କରିଛନ୍ତି । ଏହାରି ମଧ୍ୟରେ ଓମିକ୍ରନ ପ୍ରସଙ୍ଗରେ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ‘ଓମିକ୍ରନକୁ ନେଇ ‘ହୁ’ କିମ୍ବା ବିଶ୍ୱରେ […]