କେବେ ପତ୍ରଝଡା ଦିଏନି ଏହି ବଟ ବୃକ୍ଷ, ହଜାର ବର୍ଷ ପ୍ରାଚୀନ ଏହାର ଇତିହାସ ହେଲେ ନାହିଁ ଓହଳ
ମୋରନା : ଉତ୍ତରପ୍ରଦେଶ ମୁଜାଫରନଗରର ମୋରନାରେ ରହିଛି ଏକ ବଟବୃକ୍ଷ। ଯାହାକୁ କେବଳ ସ୍ଥାନୀୟ ଅଞ୍ଚଳ କାହିଁକି ସମସ୍ତ ଦେଶରେ ଲୋକେ ଅକ୍ଷୟ ବଟ ନାମରେ ଜାଣନ୍ତି। କୁହାଯାଏ ଏହି ବଟ ବୃକ୍ଷର ଇତିହାସ ମହର୍ଷି ବ୍ୟାସଙ୍କ ପୁତ୍ର ସୁକଦେବଙ୍କ ସହ ଜଡିତ। ମହାଭାରତ କାଳର ଏହି ବଟବୃକ୍ଷକୁ ନେଇ ରହିଛି ଅନେକ ରୋଚକ କଥା। ତେବେ ସବୁଠୁ ବଡ କଥା ହେଉଛି ବର୍ଷରେ ପ୍ରତ୍ୟେକ ବଟବୃକ୍ଷ ଥରେ ପତ୍ରଝଡା ଦେଇଥାଏ। ହେଲେ ଏହି ବୃକ୍ଷ କେବେ […]