ଧର୍ମ

ବାଉଁଶ ଜଳାଯାଏନି, ଜାଣନ୍ତୁ ଏହା ପଛରେ ଥିବା ଧାର୍ମିକ ଓ ବୈଜ୍ଞାନିକ କାରଣ

କୌଣସି ଧାର୍ମିକ ବିଧିବିଧାନ ହେଉ ଅଥବା ସଂସ୍କାରରେ ବାଉଁଶ କେଉଁଠାରେ ବି ଜଳାଇବା କାର୍ଯ୍ୟରେ ଆସେନି। ଯଦିଓ ମଣିଷର ମୃତ୍ୟୁରେ ତାକୁ ବାଉଁଶ କୋକେଇରେ ନେବାର ବିଧି ରହିଛି ହେଲେ ହିନ୍ଦୁ ଧର୍ମରେ ଦାହ କାର୍ଯ୍ୟରେ କାଠ ବ୍ୟତୀତ ବାଉଁଶର ଉପଯୋଗ ସମ୍ପୂର୍ଣ୍ଣ ବର୍ଜିତ। ହଜାର ହଜାର ବର୍ଷର ଭାରତୀୟ ଧାର୍ମିକ ସଂସ୍କୃତିରେ ଥିବା ବିଧିବିଧାନରେ ବାଉଁଶକୁ ବର୍ଜିତ ରଖା ଯାଇଛି। ତେବେ କେବଳ ଧାର୍ମିକ କାର୍ଯ୍ୟ ଲାଗି ନା ଏହା ପଛରେ ଅନ୍ୟ ବୈଜ୍ଞାନିକ କାରଣ […]