ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୪୫ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୭୪ ଜଣ

ଭୁବନେଶ୍ୱର ୧୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ୧,୦୦୦ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୨୪ଘଣ୍ଟାରେ ୯୮୭ କରୋନା ସଂକ୍ରମିତ ଚିହ୍ନଟ, ୧୩ମୃତ

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କମ୍‌ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ୧,୦୦୦ତଳକୁ ଖସିଛି ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୭ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୪୧୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ର‌ାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ […]

ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ଖାଲରେ ଭର୍ତ୍ତି ରସୁଲଗଡ଼ ଶିଳ୍ପାଞ୍ଚଳ; ଅଭିଯୋଗ ହେଉଛି, କେହି ଶୁଣୁନାହାନ୍ତି, ଇଡ୍‌କୋ ଅବହେଳାରୁ ପ୍ରତିଦିନ ଦୁର୍ଘଟଣା ଘଟୁଛି

ଅନ୍ଧାର ରାସ୍ତା ଚୋରଙ୍କୁ ସୁହାଉଛି ବର୍ଷ ବର୍ଷ ଧରି ଡ୍ରେନ୍‌ ସଫା ହେଉନି ଇଡ୍‌କୋ ଟିକସ ନେଉଛି, ଇଡ୍‌କୋ ସବୁ କରିବ: ବିଏମ୍‌ସି ରାସ୍ତା ମରାମତି ପାଇଁ ଖର୍ଚ୍ଚ ଆକଳନ ହୋଇଛି: ଇଡ୍‌କୋର ବରିଷ୍ଠ ଅଧିକାରୀ ଭୁବନେଶ୍ୱର : ରାଜଧାନୀର ସବୁଠୁ ଖରାପ ଓ ଅତ୍ୟନ୍ତ ବିପଜ୍ଜନକ ରାସ୍ତା ପାଲଟିଛି ରସୁଲଗଡ଼ ଶିଳ୍ପାଞ୍ଚଳ ରାସ୍ତା। ରାସ୍ତା ସାରା ଖାଲି ଖାଲ। ସହରର ପ୍ରମୁଖ ସ୍ଥାନରେ ଏହିଭଳି ଏକ ବିପର୍ଯ୍ୟସ୍ତ ରାସ୍ତା ଅଛି ବୋଲି ଯିଏ ନ ଦେଖିଛି […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜଧାନୀରୁ ଆଉ ୮୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୨୬

ଭୁବନେଶ୍ୱର, ୩୧।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୫୩ରେ ପହଞ୍ଚିଛି ।ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୯ ଜଣ ରହିଥିବା ବେଳେ ୬୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୩ଟି […]