ଆଜିଠୁ ଏଲ୍ଆରପି ଚୂଡ଼ାନ୍ତ ପରୀକ୍ଷା
ଭୁବନେଶ୍ବର : ରାଜ୍ୟର ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ଏଲ୍ଆରପି(ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ)ର ଚୂଡ଼ାନ୍ତ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଓଡ଼ିଆ ବିଷୟର ପରୀକ୍ଷା ହେବାକୁ ଥିବା ବେଳେ ଚତୁର୍ଥରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଇଂରାଜୀ, ୨୦ ତାରିଖରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ଗଣିତ ବିଷୟରେ ଏବଂ ୨୧ ତାରିଖରେ ତୃତୀୟରୁ ପଞ୍ଚମ ଶ୍ରେଣୀ […]









