ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ
ଭୁବନେଶ୍ବର : ଆସନ୍ତା ସାଧାରଣ ନିର୍ବାଚନରେ କଂଗ୍ରେସ ଯେପରି ଅଧିକରୁ ଅଧିକ ସିଟ୍ରେ ଜିତିବ ସେନେଇ ରଣନୀତି ପ୍ରସ୍ତୁତ କରୁଛି। ବାରମ୍ବାର ପରାଜୟରେ ହତୋତ୍ସାହିତ ହୋଇଯାଇଥିବା କଂଗ୍ରେସ କର୍ମୀ ଓ ନେତାଙ୍କୁ ଜିତିବାର ମନ୍ତ୍ର ଦେବାକୁ ଦଳର ସଭାପତି ମଲ୍ଲିକାର୍ଜ୍ଜୁନ ଖଡ୍ଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଓଡ଼ିଶା ଗସ୍ତରେ ଆଣିବାକୁ ଯୋଜନା ହୋଇଛି। ଓଡ଼ିଶାରେ ଖୁବ୍ ଶୀଘ୍ର ଏକ ମହିଳା ସମାବେଶ ହେବାକୁ ଥିବାରୁ ଏଥିରେ ପ୍ରିୟଙ୍କା ଗାନ୍ଧୀ ଯୋଗଦେବାର […]









