ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି: ସେବାୟତ, ଅଧିକାରୀ ନେଇପାରିବେନି ସ୍ମାର୍ଟଫୋନ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଓ ଭିଡିଓ ଭାଇରାଲ୍ ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ କଡ଼ା ଆଭିମୁଖ୍ୟ ପୋଷଣ କରିଛି। ଶ୍ରୀମନ୍ଦିର ସେବାୟତ, ଅଧିକାରୀମାନେ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ନେବା ଉପରେ କଟକଣା ଲଗାଯାଇଛି। କେବଳ କି-ପ୍ୟାଡ୍ ମୋବାଇଲ୍ (କ୍ୟାମେରା ନଥିବା […]









