ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଘଟଣା, ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀଙ୍କୁ ନୋଟିସ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ ୦୬/୧୨: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ସହ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରିବା ଘଟଣାରେ ପୁରୀ ସିଂହଦ୍ଵାର ଥାନାରେ ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ପକ୍ଷରୁ ତାଙ୍କୁ ନୋଟିସ ଜାରି କରାଯାଇଛି । […]









