ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ, ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ ୦୫।୧୨ : ଗୋଟିଏ କି ଦୁଇପ୍ରକାର ନୁହେଁ ଭଳିକି ଭଳି ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ। ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ୮୨୧ ପ୍ରକାର ସୁସ୍ୱାଦ୍ୟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ […]









