ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର, ୩ ମାଓବାଦୀ ନିହତ
ମାଲକାନଗିରି ୨୬।୧୧ : ଓଡିଶା ସୀମାନ୍ତରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଖବର ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍ ଚାଲିଥିଲା । ଏହି ସମୟରେ ମାବାଦୀଙ୍କ ସହ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ […]









