IND vs NZ : ଶେଷ ଟି-୨୦ ଜିତି ସିରିଜ୍ କବ୍ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ, ବାଧକ ସାଜିପାରେ ବର୍ଷା
ନାପିୟର ୨୨।୧୧ : ଘରୋଇ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ମଙ୍ଗଳବାର ଖେଳାଯିବ ତୃତୀୟ ଟି-ଟ୍ୱେଣ୍ଟି । ଦ୍ୱିତୀୟ ମ୍ୟାଚ୍ ଜିତି ଭାରତ ୧-୦ରେ ଆଗୁଆ ରହିଛି । ଆଜିର ମ୍ୟାଚ୍ରେ ବିଜୟ ସହ ସିରିଜ କବ୍ଜା କରିବାକୁ ଲକ୍ଷ୍ୟ ରଖିଛି ଟିମ୍ ଇଣ୍ଡିଆ । ଅନ୍ୟପଟେ ଘରୋଇ ଦଳ ପାଇଁ ଏହି ମ୍ୟାଚ୍ କର ବା ମର ପରିସ୍ଥିତି ସୃଷ୍ଟି କରିଛି । ନାପିୟରରେ ଜିତି ସିରିଜ ବରାବର କରିବାକୁ ନ୍ୟୁଜିଲାଣ୍ଡ ପ୍ରୟାସ କରିବ । […]









