୨୧ରୁ ଓଡିଶାର କିଛି ସ୍ଥାନରେ ବର୍ଷା ! ୨୩ରୁ ବଢିବ ଶୀତ
ଭୁବନେଶ୍ୱର ୨୧।୧୧ : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପାରଦ ତଳମୁହାଁ ହୋଇପାରେ । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ୩ ଡିଗ୍ରୀ କମିପାରେ । ଦକ୍ଷିଣ ଉପକୂଳରେ ୨୩ ଓ ୨୪ ତାରିଖରେ କୁହୁଡ଼ି ସମ୍ଭାବନା ଅଛି । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି । ତେବେ ୨୧ ଓ ୨୨ ତାରିଖ ଦକ୍ଷିଣ ଓଡିଶାରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର […]









