ବ୍ୟାଙ୍କ ନିକଟରେ ମହିଳାଙ୍କ ଠାରୁ ଝାମ୍ପି ନେଲେ ଟଙ୍କା ବ୍ୟାଗ, ସିସିଟିଭି ଭିଡ଼ିଓ ଭାଇରାଲ
ଖଲ୍ଲିକୋଟ, ୧୬/୧୧: ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ଷ୍ଟେଟ ବ୍ୟାଙ୍କ ନିକଟରେ ଗତକାଲି ଦିନ ଦ୍ବିପ୍ରହରରେ ଲୁଟ୍ ହୋଇଛି । କିଛି ଦୁର୍ବୃତ୍ତ ବାଇକରେ ଆସି ଜଣେ ମହିଳାଙ୍କ ଠାରୁ ଟଙ୍କା ଝାମ୍ପି ନେଇଥିବା ଜଣାପଡ଼ିଛି । ଏହି ସମୟର ଏକ ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି । ମୋହନପୁର ଗ୍ରାମର ପୁଷ୍ପା ପଲେଇ ବ୍ୟାଙ୍କକୁ ଗୋଲ୍ଡ ଲୋନ ଟଙ୍କା ଡିପୋଜିଟ କରିବାକୁ ଯାଉଥିବା ବେଳେ ତାଙ୍କ ଠାରୁ ଲୁଟ ହୋଇଛି । ମହିଳା ଜଣକ […]









