୧୦ ଲକ୍ଷର ଟଙ୍କାର ବ୍ରାଉନ୍ସୁଗାର ଜବତ, ୪ ଗିରଫ
ଭୁବନେଶ୍ବର ୧୨।୧୧ : ଥମୁନି ଧଳାଜହର କାରବାର । ଭୁବନେଶ୍ୱରରୁ ପୁଣି ଜବତ ହେଲା ବ୍ରାଉନସୁଗାର । ନୟାପଲ୍ଲୀ ଥାନା ଅଞ୍ଚଳରୁ ୧୦୦ ଗ୍ରାମର ବ୍ରାଉନ୍ସୁଗାର ଜବତ ହୋଇଛି । ଏହାସହିତ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀପ ସିଂହ । ଖବର ଅନୁଯାୟୀ, ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ବ୍ରାଉନ୍ସୁଗାର କାରବାର ନେଇ ପୋଲସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ପୋଲିସ ଉକ୍ତ ସ୍ଥାନରେ ଚଢାଉ କରି ୧୦୦ ଗ୍ରାମର […]









