ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି…
କାମାକ୍ଷାନଗର ୧୨।୧୧: ପୋଖରୀରେ ବୁଡ଼ି ମହିଳାଙ୍କ ମୃତ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଦ୍ମ ପୋଖରୀ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ମହିଳାଙ୍କ ନାମ ରାଧା ଦେହୁରୀ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଶନିବାର ଭୋର ସମୟରେ ମହିଳା ଜଣକ ଘର ନିକଟରେ ଥିବା ପାଖ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ଗୋଡ଼ ଖସିଯିବାରୁ ବୁଡ଼ି ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକେ ବହୁ […]








