ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆସନ୍ତା ୧୬ରୁ ଖୋଲିବ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଅଗଷ୍ଟ ୧୬ରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ । ପୂର୍ବରୁ ବୈଷୟିକ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଅନୁମତି ଦିଆଯାଇଥିବା ବେଳେ ଏବେ ଅଣ ବୈଷୟିକ କଲେଜ ଓ ୟୁନିଭର୍ସିଟି ଖୋଲିବାକୁ ଅନୁମତି ଦିଆଯାଇଛି । ଏ ନେଇ ଟ୍ୱିଟ୍ ଯୋଗେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ୱିଟ୍ ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ୟୁନିଭର୍ସିଟି ଓ କଲେଜ ଖୋଲାଯିବ । ଏବଂ ଅଫଲାଇନ୍‌ରେ […]