ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ପାସ୍‌ ହାର ୯୦.୫୫ ପ୍ରତିଶତ

କଟକ ୦୬।୦୭ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ବାକି ୮୬୯୯ ଛାତ୍ରାଛାତ୍ରୀ ଫେଲ୍‌ ହୋଇଛନ୍ତି । କଟକ ସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଚଳିତ […]