ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୪ କୋଭିଡ୍ ପଜିଟିଭ୍, ୩୩୫୦୭୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର ୩୧।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]