ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାକୁ ନେଇ ବଢୁଛି ଚିନ୍ତା

ଭୁବନେଶ୍ୱର: ସାରା ରାଜ୍ୟରୁ ଏବେ କୋଭିଡ ପଜିଟିଭ ସଂଖ୍ୟାରେ ଧିରେ ଧିରେ ବଢିବାରେ ଲାଗିଛି । ଦିଲ୍ଲୀ ଏବଂ ମୁମ୍ବାଇରେ କରୋନା ସଂକ୍ରମଣ ଚିନ୍ତା ବଢାଇଥିବା ବେଳେ ଏବେ ଓଡିଶାରେ ମଧ୍ୟ ଏହାର ଭୟାବହତା ଆରମ୍ଭ ହୋଇଛି । ରାଜ୍ୟର ଦୈନିକ ସଂକ୍ରମଣ ଏବେ ୩୦୦ ପାର ହୋଇଛି । ଯାହା ଫଳରେ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ଏବେ ବଢିବାରେ ଲାଗିଛି । ଆଜି ମଧ୍ୟ କରୋନାରେ ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୪୫ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫୯୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର ୧୯।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୭୪ ଜଣ

ଭୁବନେଶ୍ୱର ୧୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜଧାନୀରୁ ଆଉ ୮୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୨୬

ଭୁବନେଶ୍ୱର, ୩୧।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୫୩ରେ ପହଞ୍ଚିଛି ।ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୯ ଜଣ ରହିଥିବା ବେଳେ ୬୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୩ଟି […]