କିଛି ସପ୍ତାହ ମଧ୍ୟରେ ଭାରତ ପାଇଁ ପ୍ରସ୍ତୁତ ହୋଇଯିବ କରୋନା ଟିକା; ମୂଲ୍ୟ ନେଇ ଆଲୋଚନା ଚାଲିଛି: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଭାରତରେ ବ୍ୟବହାର ନିମନ୍ତେ ଅଳ୍ପ କିଛି ସପ୍ତାହ ମଧ୍ୟରେ କରୋନାଭାଇରସ୍ ଟିକା ପ୍ରସ୍ତୁତ ହୋଇଯିବ। ଟିକା ପ୍ରୟୋଗ ପାଇଁ କେନ୍ଦ୍ର ସରକାର ବୈଜ୍ଞାନିକମାନଙ୍କ ଠାରୁ ସୂଚନା ପାଇବା ପରେ ଟିକାକରଣ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ କହିଛନ୍ତି। କରୋନାଭାଇରସ୍ ପରିସ୍ଥିତି ସଂକ୍ରାନ୍ତରେ ଆହୂତ ଏକ ସର୍ବଦଳୀୟ ବୈଠକରେ ରାଜ୍ୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ, କରୋନାଭାଇରସ୍ ଟିକାର ମୂଲ୍ୟ ନିର୍ଦ୍ଧାରଣ ଏବଂ ବଣ୍ଟନ ସଂକ୍ରାନ୍ତରେ […]