ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ଓଡ଼ିଶାରୁ ୬ କରୋନାରେ ମୃତ

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୭୭ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]

ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୫୨୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୧୧

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ସାଢ଼େ ୨୩ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସ୍ବଳ୍ପ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୫୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୩୯,୯୮୦ ଓ ମୃତ୍ୟୁସଂଖ୍ୟା […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସବୁ ବର୍ଗର ଲୋକମାନଙ୍କର ଆଣ୍ଟିବଡି ଭଲ ରହିଛି: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ବିଶେଷ ପ୍ରଭାବ ପଡ଼ି ନ ପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ। ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା। ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ରିପୋର୍ଟ ଅନୁଯାୟୀ ସମସ୍ତ ବର୍ଗର ଲୋକମାନଙ୍କର ଆଣ୍ଟିବଡି ଭଲ ରହିଛି। ହେଲ୍ଥ […]