ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୯୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୬।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୭୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୫।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, କଟକ, […]

ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୯୦ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଗତକାଲି ଦୁଇ ଦିନ ଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୦ଜଣ ମୃତ୍ୟୁବରଣ କରିଥିବା ବେଳେ ୫୮୩୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଟପିଯାଇଛି । କେନ୍ଦ୍ର […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୨୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୩୧।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପୁଣି କରୋନାରେ ଆଖି ବୁଜିଲେ ୧୧ ଜଣ ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୩ ଶହକୁ ଛୁଇଁଲା

ଭୁବନେଶ୍ବର ୩୦/୧୦: କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୨୪ଘଣ୍ଟାରେ ୧୧ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି […]

ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

ବିହାର ପରେ ମଧ୍ୟପ୍ରଦେଶରେ ମିଳିବ ମାଗଣା କରୋନା ଟିକା

ନୂଆଦିଲ୍ଲୀ ୨୯/୧୦: ମଧ୍ୟପ୍ରଦେଶ ବାସିନ୍ଦାଙ୍କ ପାଇଁ ଭଲ ଖବର। ବିହାର ପରେ ମଧ୍ୟପ୍ରଦେଶରେ ଦିଆଯିବ ମାଗଣାରେ କରୋନା ଟିକା। ଭାରତୀୟ ଜନତା ପାର୍ଟି ଏମିତି କିଛି ପ୍ରତିଶ୍ରୁତି କରିଛି। ନଭେମ୍ବର ୩ରେ ୧୮ଟି ବିଧାନସଭା କ୍ଷେତ୍ରରେ ଉପନିର୍ବାଚନ ହେବ, ଯେଉଁଥିପାଇଁ ବିଜେପି ନିଜ ଘୋଷଣାପତ୍ରରେ ମଧ୍ୟପ୍ରଦେଶର ପ୍ରତ୍ୟେକ ବାସିନ୍ଦାକୁ କୋଭିଡ ଭାକସିନ ମାଗଣାରେ ଦିଆଯିବା ନେଇ ପ୍ରତିଶ୍ରୁତି ଦେଇଛି। ୨୯ ନିର୍ବାଚନୀ କ୍ଷେତ୍ରରୁ ପ୍ରତ୍ୟେକଙ୍କ ପାଇଁ ବିଜେପି ସଂକଳ୍ପ ପତ୍ର​ ଶୀଷର୍କରୁ ଅଲଗା ଘୋଷଣାପତ୍ର ଜାରି କରିଛି। […]

ଦେଶ ବିଦେଶ ସ୍ୱାସ୍ଥ୍ୟ

କମିବାରେ ଲାଗିଛି ଦେଶରେ କରୋନା ମୃତ୍ୟୁ ହାର, ଗତ ୨୪ ଘଣ୍ଟା ମଧ୍ୟରେ ୫୭୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କୋଭିଡ୍‌ ଆରୋଗ୍ୟଙ୍କ ସଂଖ୍ୟା ୭୦ ଲକ୍ଷ ଟପିଯାଇଛି। ଲଗାତାର ୬ ଦିନ ଧରି ଦେଶରେ ସକ୍ରିୟ ମାମଲା ୬୦ ହଜାରରୁ କମ୍‌ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାର ୧୨୯ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ୫୭୮ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ୍‌ ସଂକ୍ରମଣ ମାମଲା ୭୮ ଲକ୍ଷ ୬୪ ହଜାର ୮୧୧ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧ ଲକ୍ଷ ୧୮ ହଜାର ୫୩୪କୁ ବୃଦ୍ଧି ପାଇଛି। ଆଇସିଏମ୍‌ଆର […]

ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ କରୋନା ସଂକ୍ରମିତ, ୨୮୧୨୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୫।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୨୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଦେଶ ବିଦେଶ ସ୍ୱାସ୍ଥ୍ୟ

ଆମେରିକାରେ ଲେଉଟିଲା କରୋନା, ଦିନକରେ ୮୪ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ୨୫।୧୦: ସାରା ଦୁନିଆରେ କରୋନା ନିଜର କାୟା ବିସ୍ତାର କରିଛି । କେତେକ ଦେଶରେ କରୋନାର ପ୍ରଥମ ଲହରୀ କମିବାରେ ଲାଗିଥିବା ବେଳେ, ଅନ୍ୟ କେତେକ ଦେଶରେ ଏହାର ୨ୟ ଲହରୀ ଦେଖିବାକୁ ମିଳିଛି । କରୋନାରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ଦେଶମାନଙ୍କ ମଧ୍ୟରେ ଆମେରିକା, ଭାରତ ଓ ବାଜ୍ରିଲ ରହିଛି । ଏହି ତିନୋଟି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସବୁଠାରୁ ଅଧିକ ମୃତ୍ୟୁ ହୋଇଛି । ଆମେରିକାରେ ସବୁଠାରୁ ଅଧିକ ଲୋକ […]