ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ଜଳି ପାଉଁଶ ହୋଇଗଲା ଦୁଇ ମହଲା, ଜାରି ରହିଛି ଉଦ୍ଧାରକାର୍ଯ୍ୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ଇନ୍ଦୋରର ରାଉରେ ଅବସ୍ଥିତ ୫ ମହଲା ବିଶିଷ୍ଟ ହୋଟେଲ ପପାୟା ଟ୍ରିରେ ବୁଧବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏହି ନିଆଁ ବିକରାଳ ରୂପ ଧରି ହୋଟେଲର ସମସ୍ତ ମହଲାକୁ ବ୍ୟାପି ଯାଇଥିଲା। ଫଳରେ ହୋଟେଲର ସମସ୍ତ ରୁମରେ […]









