ଦକ୍ଷିଣ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର; ଜୟପୁରରୁ ଭୁବନେଶ୍ବରକୁ ଉଡ଼ିବ ଆଉ ଏକ ବିମାନ
ଭୁବନେଶ୍ବର: ଦକ୍ଷିଣ ଓଡ଼ିଶାବାସୀଙ୍କ ପାଇଁ ପୁଣି ଥରେ ଖୁସି ଖବର ଆସିଛି। ଜୟପୁର ବିମାନବନ୍ଦରରୁ ଭୁବନେଶ୍ବରକୁ ଆଉ ଏକ ବିମାନ ଉଡ଼ିବ ବୋଲି ଜଣାପଡ଼ିଛି। ଯାତ୍ରୀମାନଙ୍କ ଚାହିଦା ଓ ଦାବିକୁ ନେଇ ଏୟାର ଅନ୍ ଇଣ୍ଡିଆ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଟ୍ବିଟ୍ କରି ସୁଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୟପୁର ବିମାନବନ୍ଦରରୁ ଭୁବନେଶ୍ବରକୁ ଦୁତୀୟ ବିମାନ ଉଡ଼ାଣ ପାଇଁ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଦାବି କରିଆସୁଥିଲେ। ଜୟପୁର […]









