ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ନିଜ ପସନ୍ଦର ବିବାହ କରିପାରିବେ ୧୫ ବର୍ଷ ବୟସ୍କ ମୁସଲିମ୍ ଝିଅ
ରାଞ୍ଚି: ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ୧୫ବର୍ଷରୁ ଅଧିକ ବୟସ୍କ ମୁସଲିମ୍ ଝିଅ ନିଜ ପସନ୍ଦର ବିବାହ କରି ପାରିବେ । ଏଥିରେ ପରିବାର ଲୋକ ତାଙ୍କୁ ଅବରୋଧ କରିପାରବେ ନାହିଁ । ଉଚ୍ଚ ଅଦାଲତରେ ଦାୟର ହୋଇଥିବା ମାମଲାରେ ମୁସଲିମ୍ ପର୍ସନାଲ ଲ’-ବୋର୍ଡକୁ ନଜରରେ ରଖି ଏହି ରାୟ ଶୁଣାଇଛନ୍ତି । ସୂଚନା ଅନୁଯାୟୀ, ବିହାର ନଓ୍ବାଦା ଅଞ୍ଚଳର ୨୪ ବର୍ଷୀୟ ମହମ୍ମଦ ସୋନୁ ଝାଡ଼ଖଣ୍ଡ ଜାମସେଦପୁରର ଏକ ମୁସଲିମ୍ ଝିଅକୁ ପ୍ରେମ କରୁଥିଲେ […]









